Psalms 109:21 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ମାରେ ପ୍ରଭୁ। ତଣେୁ ମାେତେ ସହେି ବାଟରେ ଚଲାଅ ଯେଉଁଥିରେ ତୁମ୍ଭ ନାମର ସମ୍ମାନ ଆସୁ। କାରଣ ତୁମ୍ଭେ ଦୟାମଯ, ମଙ୍ଗଳମଯ, ଏଣୁ ମାେତେ ଉଦ୍ଧାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ଆପଣା ନାମ ସକାଶୁ ମୋʼ ପ୍ରତି ବ୍ୟବହାର କର; ତୁମ୍ଭର ଦୟା ମଙ୍ଗଳମୟ, ଏଣୁ ମୋତେ ଉଦ୍ଧାର କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ମୋର ପ୍ରଭୁ। ତେଣୁ ମୋତେ ସେହି ବାଟରେ ଚଲାଅ ଯେଉଁଥିରେ ତୁମ୍ଭ ନାମର ସମ୍ମାନ ଆସୁ। କାରଣ ତୁମ୍ଭେ ଦୟାମୟ, ମଙ୍ଗଳମୟ, ଏଣୁ ମୋତେ ଉଦ୍ଧାର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ନାମ ସକାଶୁ ମୋʼ ପ୍ରତି ବ୍ୟବହାର କର; ତୁମ୍ଭର ଦୟା ମଙ୍ଗଳମୟ, ଏଣୁ ମୋତେ ଉଦ୍ଧାର କର।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ନାମ ସକାଶୁ ମୋ’ ପ୍ରତି ବ୍ୟବହାର କର; ତୁମ୍ଭର ଦୟା ମଙ୍ଗଳମୟ, ଏଣୁ ମୋତେ ଉଦ୍ଧାର କର।