Psalms 109:22 — Compare Translations

5 translations compared side by side

Odia - 1840
"ମୁଁ ଏକମାତ୍ର ଦିନହୀନ ଓ ଅସହାୟ ବ୍ଯକ୍ତି ଅଟେ। ମୁଁ ବାସ୍ତବରେ ଦୁଃଖିତ। ମାରେ ହୃଦଯ ଭାଙ୍ଗିପଡ଼ିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ଦୁଃଖୀ ଓ ଦୀନହୀନ ଅଟେ, ଓ ମୋʼ ଅନ୍ତରରେ ମୋʼ ହୃଦୟ କ୍ଷତବିକ୍ଷତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏକମାତ୍ର ଦିନହୀନ ଓ ଅସହାୟ ବ୍ୟକ୍ତି ଅଟେ। ମୁଁ ବାସ୍ତବରେ ଦୁଃଖିତ, ମୋର ହୃଦୟ ଭାଙ୍ଗିପଡ଼ିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ଦୁଃଖୀ ଓ ଦୀନହୀନ ଅଟେ, ଓ ମୋʼ ଅନ୍ତରରେ ମୋʼ ହୃଦୟ କ୍ଷତବିକ୍ଷତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ଦୁଃଖୀ ଓ ଦୀନହୀନ ଅଟେ, ଓ ମୋ’ ଅନ୍ତରରେ ମୋ’ ହୃଦୟ କ୍ଷତବିକ୍ଷତ ହୋଇଅଛି।