Psalms 109:23 — Compare Translations

5 translations compared side by side

Odia - 1840
"ମୁଁ ଅନୁଭବ କରୁଛି, ୟପରେି ମାରେ ଜୀବନ ଶଷେ ହାଇେ ଆସୁଛି। ୟପରେି ଦିନ ବିରାଟ ଛାଇପରି ସରିସରି ଆସୁଛି। ମୁଁ ଛାରପୋକ ପରି ନ୍ଯାଯ ଚାଳିତ ହେଉଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଅପରାହ୍ନର ଛାୟା ତୁଲ୍ୟ ଅତୀତ; ମୁଁ ପଙ୍ଗପାଳ ନ୍ୟାୟ ଚାଳିତ ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଅନୁଭବ କରୁଛି, ଯେପରି ମୋର ଜୀବନ ଶେଷ ହୋଇ ଆସୁଛି। ଯେପରି ଦିନ ବିରାଟ ଛାଇପରି ସରିସରି ଆସୁଛି। ମୁଁ ଛାରପୋକ ନ୍ୟାୟ ଗ୍ଭଳିତ ହେଉଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଅପରାହ୍ନର ଛାୟା ତୁଲ୍ୟ ଅତୀତ; ମୁଁ ପଙ୍ଗପାଳ ନ୍ୟାୟ ଚାଳିତ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଅପରାହ୍ନର ଛାୟା ତୁଲ୍ୟ ଅତୀତ; ମୁଁ ପଙ୍ଗପାଳ ନ୍ୟାୟ ଚାଳିତ ହେଉଅଛି।