Psalms 109:24 — Compare Translations

5 translations compared side by side

Odia - 1840
"ମାରେ ଆଣ୍ଠୁ ଦୁର୍ବଳ ହାଇେଛି। କାରଣ ମୁଁ ଭୋକିଲା ଅଟେ। ମୁଁ ମାରେ ଓଜନ ହରାଉଛି ଓ ପତଳା ହାଇେ ଯାଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉପବାସରେ ମୋʼ ଆଣ୍ଠୁ ଦୁର୍ବଳ ଅଛି ଓ ମେଦର ଅଭାବରୁ ମୋʼ ମାଂସ କ୍ଷୀଣ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଆଣ୍ଠୁ ଦୁର୍ବଳ ହୋଇଛି। କାରଣ ମୁଁ ଭୋକିଲା ଅଟେ। ମୁଁ ମୋର ଓଜନ ହରାଉଛି ଓ ପତଳା ହୋଇ ଯାଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉପବାସରେ ମୋʼ ଆଣ୍ଠୁ ଦୁର୍ବଳ ଅଛି ଓ ମେଦର ଅଭାବରୁ ମୋʼ ମାଂସ କ୍ଷୀଣ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଉପବାସରେ ମୋ’ ଆଣ୍ଠୁ ଦୁର୍ବଳ ଅଛି ଓ ମେଦର ଅଭାବରୁ ମୋ’ ମାଂସ କ୍ଷୀଣ ହୁଏ।