Psalms 109:25 — Compare Translations

5 translations compared side by side

Odia - 1840
"ମନ୍ଦ ଲୋକମାନେ ମାେତେ ଅପମାନିତ କରୁଛନ୍ତି। ସମାନେେ ମାେତେ ଦେଖି ମୁଣ୍ଡ ହଲାଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ମୁଁ ସେମାନଙ୍କ ନିକଟରେ ନିନ୍ଦାପାତ୍ର ହୋଇଅଛି; ସେମାନେ ମୋତେ ଦେଖିଲେ ମୁଣ୍ତ ହଲାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦ ଲୋକମାନେ ମୋତେ ଅପମାନିତ କରୁଛନ୍ତି। ସେମାନେ ମୋତେ ଦେଖି ମୁଣ୍ଡ ହଲାଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ମୁଁ ସେମାନଙ୍କ ନିକଟରେ ନିନ୍ଦାପାତ୍ର ହୋଇଅଛି; ସେମାନେ ମୋତେ ଦେଖିଲେ ମୁଣ୍ଡ ହଲାନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ମୁଁ ସେମାନଙ୍କ ନିକଟରେ ନିନ୍ଦାପାତ୍ର ହୋଇଅଛି; ସେମାନେ ମୋତେ ଦେଖିଲେ ମୁଣ୍ଡ ହଲାନ୍ତି।