Psalms 109:26 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ ମାରେ ପରମେଶ୍ବର, ମାେତେ ସାହାୟ୍ଯ କର। ତୁମ୍ଭର ପ୍ରକୃତ କରୁଣା ପ୍ରମେ ମାେତେ ଦଖାେଅ ଓ ମାେତେ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୋହର ପରମେଶ୍ଵର, ମୋହର ସାହାଯ୍ୟ କର; ତୁମ୍ଭ ଦୟାନୁସାରେ ମୋହର ପରିତ୍ରାଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ ମୋର ପରମେଶ୍ୱର, ମୋତେ ସାହାଯ୍ୟ କର। ତୁମ୍ଭର ପ୍ରକୃତ କରୁଣା ପ୍ରେମ ମୋତେ ଦେଖାଅ ଓ ମୋତେ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୋହର ସାହାଯ୍ୟ କର; ତୁମ୍ଭ ଦୟାନୁସାରେ ମୋହର ପରିତ୍ରାଣ କର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୋହର ପରମେଶ୍ୱର, ମୋହର ସାହାଯ୍ୟ କର; ତୁମ୍ଭ ଦୟାନୁସାରେ ମୋହର ପରିତ୍ରାଣ କର।