Psalms 109:28 — Compare Translations

5 translations compared side by side

Odia - 1840
"ସହେି ମନ୍ଦ ଲୋକମାନେ ମାେତେ ଅଭିଶାପ ଦିଅନ୍ତି। କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ମାେତେ ଆଶୀର୍ବାଦ କରିବ। ଯେତବେେଳେ ସମାନେେ ମାେ ବିରୁଦ୍ଧରେ ଆକ୍ରମଣ କରିବେ, ସମାନେେ ଅପମାନିତ ହବେେ। ଏହାପରେ ମୁଁ ତୁମ୍ଭର ଦାସ, ଖୁସି ହବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଅଭିଶାପ ଦେଉନ୍ତୁ, ମାତ୍ର ତୁମ୍ଭେ ଆଶୀର୍ବାଦ କର; ସେମାନେ ଉଠିଲେ ଲଜ୍ଜିତ ହେବେ, ମାତ୍ର ତୁମ୍ଭର ଦାସ ଆନନ୍ଦ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ମନ୍ଦ ଲୋକମାନେ ମୋତେ ଅଭିଶାପ ଦିଅନ୍ତି। କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ମୋତେ ଆଶୀର୍ବାଦ କରିବ। ଯେତେବେଳେ ସେମାନେ ମୋ’ ବିରୁଦ୍ଧରେ ଆକ୍ରମଣ କରିବେ, ସେମାନେ ଅପମାନିତ ହେବେ। ଏହା ପରେ ମୁଁ ତୁମ୍ଭର ଦାସ, ଖୁସୀ ହେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଅଭିଶାପ ଦେଉନ୍ତୁ, ମାତ୍ର ତୁମ୍ଭେ ଆଶୀର୍ବାଦ କର; ସେମାନେ ଉଠିଲେ ଲଜ୍ଜିତ ହେବେ, ମାତ୍ର ତୁମ୍ଭର ଦାସ ଆନନ୍ଦ କରିବ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଅଭିଶାପ ଦେଉନ୍ତୁ, ମାତ୍ର ତୁମ୍ଭେ ଆଶୀର୍ବାଦ କର; ସେମାନେ ଉଠିଲେ ଲଜ୍ଜିତ ହେବେ, ମାତ୍ର ତୁମ୍ଭର ଦାସ ଆନନ୍ଦ କରିବ।