Psalms 109:3 — Compare Translations
5 translations compared side by side
Odia - 1840
"ଲୋକମାନେ ମାେ ପ୍ରତି ଘୃଣାକାରୀ କଥା କହନ୍ତି। ବିନା କାରଣରେ ମାେ ପ୍ରତି ଲୋକମାନେ ଆକ୍ରମଣ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେମାନେ ଦ୍ଵେଷବାକ୍ୟରେ ମୋତେ ଘେରିଅଛନ୍ତି ଓ ବିନା କାରଣରେ ମୋʼ ସଙ୍ଗେ ଯୁଦ୍ଧ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ମୋ’ ପ୍ରତି ଘୃଣାକାରୀ କଥା କହନ୍ତି। ବିନା କାରଣରେ ମୋ’ ପ୍ରତି ଲୋକମାନେ ଆକ୍ରମଣ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେମାନେ ଦ୍ୱେଷ ବାକ୍ୟରେ ମୋତେ ଘେରିଅଛନ୍ତି ଓ ବିନା କାରଣରେ ମୋʼ ସଙ୍ଗେ ଯୁଦ୍ଧ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେମାନେ ଦ୍ୱେଷ ବାକ୍ୟରେ ମୋତେ ଘେରିଅଛନ୍ତି ଓ ବିନା କାରଣରେ ମୋ’ ସଙ୍ଗେ ଯୁଦ୍ଧ କରିଅଛନ୍ତି।