Psalms 109:30 — Compare Translations
5 translations compared side by side
Odia - 1840
"ମୁଁ ସଦାପ୍ରଭୁଙ୍କୁ ବହୁତ ଧନ୍ଯବାଦ ଦବେି, ବହୁତ ଲୋକମାନଙ୍କ ସମ୍ମୁଖରେ ମୁଁ ତାଙ୍କର ପ୍ରଶଂସା କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ନିଜ ମୁଖରେ ସଦାପ୍ରଭୁଙ୍କୁ ଅତିଶୟ ଧନ୍ୟବାଦ ଦେବି; ପୁଣି, ଲୋକାରଣ୍ୟ ମଧ୍ୟରେ ତାହାଙ୍କର ପ୍ରଶଂସା କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସଦାପ୍ରଭୁଙ୍କୁ ବହୁତ ଧନ୍ୟବାଦ ଦେବି, ବହୁତ ଲୋକମାନଙ୍କ ସମ୍ମୁଖରେ ମୁଁ ତାଙ୍କର ପ୍ରଶଂସା କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ନିଜ ମୁଖରେ ସଦାପ୍ରଭୁଙ୍କୁ ଅତିଶୟ ଧନ୍ୟବାଦ ଦେବି; ପୁଣି, ଲୋକସମୂହ ମଧ୍ୟରେ ତାହାଙ୍କର ପ୍ରଶଂସା କରିବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ନିଜ ମୁଖରେ ସଦାପ୍ରଭୁଙ୍କୁ ଅତିଶୟ ଧନ୍ୟବାଦ ଦେବି; ପୁଣି, ଲୋକସମୂହ ମଧ୍ୟରେ ତାହାଙ୍କର ପ୍ରଶଂସା କରିବି।