Psalms 109:31 — Compare Translations

5 translations compared side by side

Odia - 1840
"କାରଣ ସଦାପ୍ରଭୁ ନିଃସହାୟ ଲୋକମାନଙ୍କ ସପକ୍ଷରେ ଠିଆ ହୁଅନ୍ତି ଏବଂ ପରମେଶ୍ବର ସମାନଙ୍କେୁ ଅନ୍ୟମାନଙ୍କଠାରୁ ରକ୍ଷା କରନ୍ତି। ଯେଉଁମାନେ ତାଙ୍କୁ ନିନ୍ଦା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ଦୀନହୀନକୁ ତାହାର ପ୍ରାଣର ବିଚାରକାରୀମାନଙ୍କଠାରୁ ତ୍ରାଣ କରିବା ନିମନ୍ତେ ତାହାର ଡାହାଣରେ ଠିଆ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସଦାପ୍ରଭୁ ନିଃସହାୟ ଲୋକମାନଙ୍କ ସପକ୍ଷରେ ଠିଆ ହୁଅନ୍ତି, ଏବଂ ପରମେଶ୍ୱର ସେମାନଙ୍କୁ ଅନ୍ୟମାନଙ୍କଠାରୁ ରକ୍ଷା କରନ୍ତି, ଯେଉଁମାନେ ତାଙ୍କୁ ନିନ୍ଦା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ଦୀନହୀନକୁ ତାହାର ପ୍ରାଣର ବିଚାରକାରୀମାନଙ୍କଠାରୁ ତ୍ରାଣ କରିବା ନିମନ୍ତେ ତାହାର ଡାହାଣରେ ଠିଆ ହେବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ଦୀନହୀନକୁ ତାହାର ପ୍ରାଣର ବିଚାରକାରୀମାନଙ୍କଠାରୁ ତ୍ରାଣ କରିବା ନିମନ୍ତେ ତାହାର ଡାହାଣରେ ଠିଆ ହେବେ।