Psalms 109:4 — Compare Translations

5 translations compared side by side

Odia - 1840
"ମୁଁ ସମାନଙ୍କେୁ ପ୍ରମେ କଲି। କିନ୍ତୁ ସମାନେେ ମାେତେ ଦୋଷୀ କଲେ। କିନ୍ତୁ ମୁଁ କ୍ରମାଗତ ପ୍ରାର୍ଥନା କରିଚାଲିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ପ୍ରେମ ପାଲଟେ ସେମାନେ ମୋହର ବିପକ୍ଷ ହୋଇଅଛନ୍ତି; ମାତ୍ର ମୁଁ ପ୍ରାର୍ଥନାରେ ପ୍ରବୃତ୍ତ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେମାନଙ୍କୁ ପ୍ରେମ କଲି। କିନ୍ତୁ ସେମାନେ ମୋତେ ଦୋଷୀ କଲେ। କିନ୍ତୁ ମୁଁ କ୍ରମାଗତ ପ୍ରାର୍ଥନା କରିଗ୍ଭଲିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ପ୍ରେମ ପାଲଟେ ସେମାନେ ମୋହର ବିପକ୍ଷ ହୋଇଅଛନ୍ତି; ମାତ୍ର ମୁଁ ପ୍ରାର୍ଥନାରେ ପ୍ରବୃତ୍ତ।
Odia IRV 2017 (ଓଡିଆ ବାଇବେଲ)
ମୋ’ ପ୍ରେମ ପାଲଟେ ସେମାନେ ମୋହର ବିପକ୍ଷ ହୋଇଅଛନ୍ତି; ମାତ୍ର ମୁଁ ପ୍ରାର୍ଥନାରେ ପ୍ରବୃତ୍ତ।