Psalms 109:7 — Compare Translations
5 translations compared side by side
Odia - 1840
"ଯେତବେେଳେ ସେ ନ୍ଯାଯ ଦିଅନ୍ତି, ସେ ଦୋଷୀ ବୋଲି ବାହାର କରିବ ଏବଂ ତାଙ୍କର ପ୍ରାର୍ଥନାକୁ ପାପପୂର୍ଣ୍ଣ ଧରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ବିଚାରିତ ହେବା ସମୟରେ ଦୋଷୀକୃତ ହେଉ; ପୁଣି, ତାହାର ପ୍ରାର୍ଥନା ପାପ ରୂପେ ଗଣିତ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସେ ନ୍ୟାୟ ଦିଅନ୍ତି, ସେ ଦୋଷୀ ବୋଲି ବାହାର କରିବ ଏବଂ ତାଙ୍କର ପ୍ରାର୍ଥନାକୁ ପାପପୂର୍ଣ୍ଣ ଧରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ବିଚାରିତ ହେବା ସମୟରେ ଦୋଷୀକୃତ ହେଉ; ପୁଣି, ତାହାର ପ୍ରାର୍ଥନା ପାପ ରୂପେ ଗଣିତ ହେଉ।
Odia IRV 2017 (ଓଡିଆ ବାଇବେଲ)
ସେ ବିଚାରିତ ହେବା ସମୟରେ ଦୋଷୀକୃତ ହେଉ; ପୁଣି, ତାହାର ପ୍ରାର୍ଥନା ପାପ ରୂପେ ଗଣିତ ହେଉ।