Psalms 109:8 — Compare Translations

5 translations compared side by side

Odia - 1840
"ତାଙ୍କର ଜୀବନ କାଳ େଛାଟ ହେଉ। ଅନ୍ଯକହେି ଜଣେ ତାଙ୍କର କାମ ନିଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଆୟୁ ଅଳ୍ପ ହେଉ ଓ ଅନ୍ୟ ଲୋକ ତାହାର ପଦ ପ୍ରାପ୍ତ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କର ଜୀବନ କାଳ ଛୋଟ ହେଉ। ଅନ୍ୟକେହି ଜଣେ ତାଙ୍କର କାମ ନିଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଆୟୁ ଅଳ୍ପ ହେଉ ଓ ଅନ୍ୟ ଲୋକ ତାହାର ପଦ ପ୍ରାପ୍ତ ହେଉ।
Odia IRV 2017 (ଓଡିଆ ବାଇବେଲ)
ତାହାର ଆୟୁ ଅଳ୍ପ ହେଉ ଓ ଅନ୍ୟ ଲୋକ ତାହାର ପଦ ପ୍ରାପ୍ତ ହେଉ।