Psalms 11:1 — Compare Translations
5 translations compared side by side
Odia - 1840
"ମୁଁ ସର୍ବଦା ସଦାପ୍ରଭୁଙ୍କ ଆଶ୍ରଯ ନିଏ। ତଣେୁ କାହିଁକି ମାେତେ ଲୁଚିବାକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିୟାଅ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ମୁଁ ସଦାପ୍ରଭୁଙ୍କର ଶରଣାଗତ; ତୁମ୍ଭେମାନେ କିରୂପେ ମୋʼ ପ୍ରାଣକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାଉଦଙ୍କର ଲିଖିତ ଗୀତ। ମୁଁ ସର୍ବଦା ସଦାପ୍ରଭୁଙ୍କ ଆଶ୍ରୟ ନିଏ। ତେଣୁ କାହିଁକି ମୋତେ ଲୁଚିବାକୁ କହୁଅଛ, “ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ; ତୁମ୍ଭେମାନେ କିପରି ମୋʼ ପ୍ରାଣକୁ କହୁଅଛ, “ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?”
Odia IRV 2017 (ଓଡିଆ ବାଇବେଲ)
ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ; ତୁମ୍ଭେମାନେ କିପରି ମୋ’ ପ୍ରାଣକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?