Psalms 11:2 — Compare Translations
5 translations compared side by side
Odia - 1840
"ଦୁଷ୍ଟ ଲୋକମାନେ ଶିକାରୀ ଅଟନ୍ତି। ସମାନେେ ଅନ୍ଧାରରେ ଲୁଚି ରହନ୍ତି। ସମାନେେ ଧନୁରେ ଗୁଣ ଚଢ଼ାନ୍ତି। ସମାନେେ ତୀର ଦ୍ବାରା ଲକ୍ଷ୍ଯ ସ୍ଥିର କରନ୍ତି ଏବଂ ସମାନେେ ସିଧା ସାଧୁ ଓ ଉତ୍ତମ ବ୍ଯକ୍ତିର ହୃଦଯକୁ ଶରବିଦ୍ଧ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ, ଦେଖ, ଦୁଷ୍ଟମାନେ ସରଳଚିତ୍ତ ଲୋକକୁ ଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି, ସେମାନେ ଗୁଣରେ ତୀରଯୁକ୍ତ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକମାନେ ଶିକାରୀ ଅଟନ୍ତି। ସେମାନେ ଅନ୍ଧାରରେ ଲୁଚି ରହନ୍ତି। ସେମାନେ ଧନୁରେ ଗୁଣ ଚଢ଼ାନ୍ତି। ସେମାନେ ତୀର ଦ୍ୱାରା ଲକ୍ଷ୍ୟ ସ୍ଥିର କରନ୍ତି ଏବଂ ସେମାନେ ସିଧା ସାଧୁ ଓ ଉତ୍ତମ ବ୍ୟକ୍ତିର ହୃଦୟକୁ ଶରବିଦ୍ଧ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦେଖ! ଦୁଷ୍ଟମାନେ ସରଳଚିତ୍ତ ଲୋକକୁ ଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି, ସେମାନେ ଗୁଣରେ ତୀରଯୁକ୍ତ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଦେଖ! ଦୁଷ୍ଟମାନେ ସରଳଚିତ୍ତ ଲୋକକୁ ଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି, ସେମାନେ ଗୁଣରେ ତୀରଯୁକ୍ତ କରନ୍ତି।