Psalms 11:4 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିରରେ ବାସ କରନ୍ତି। ସଦାପ୍ରଭୁଙ୍କ ସିଂହାସନ ସ୍ବର୍ଗରେ, ସେ ସହେିଠାରୁ ୟାହାସବୁ ଘଟୁଛି ସମସ୍ତ ବିଷଯ ଦେଖନ୍ତି। ସଦାପ୍ରଭୁ ମନୁଷ୍ଯକୁ ଯତ୍ନ ସହକାରେ ଅତି ନିକଟରୁ ଭଲ କି ମନ୍ଦ ତାହା ବିଚାର କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, ସଦାପ୍ରଭୁଙ୍କର ସିଂହାସନ ସ୍ଵର୍ଗରେ, ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାହଙ୍କର ପବିତ୍ର ମନ୍ଦିରରେ ବାସ କରନ୍ତି। ସଦାପ୍ରଭୁଙ୍କ ସିଂହାସନ ସ୍ୱର୍ଗରେ, ସେ ସେହିଠାରୁ ଯାହାସବୁ ଘଟୁଛି ସମସ୍ତ ବିଷୟ ଦେଖନ୍ତି। ସଦାପ୍ରଭୁ ମନୁଷ୍ୟକୁ ଯତ୍ନ ସହକାରେ ଅତି ନିକଟରୁ ଭଲ କି ମନ୍ଦ ତାହା ବିଗ୍ଭର କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, ସଦାପ୍ରଭୁଙ୍କର ସିଂହାସନ ସ୍ୱର୍ଗରେ, ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ ସନ୍ତାନମାନଙ୍କୁ ପରୀକ୍ଷା କରେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, ସଦାପ୍ରଭୁଙ୍କର ସିଂହାସନ ସ୍ୱର୍ଗରେ, ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରେ।