Psalms 11:5 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସବୁବେଳେ ଧାର୍ମିକମାନଙ୍କୁ ପରୀକ୍ଷା କରନ୍ତି। କିନ୍ତୁ ସେ ନିଷ୍ଠୁର ତଥା ଖରାପ ଲୋକମାନଙ୍କୁ ପ୍ରତ୍ଯାଖ୍ଯାନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି; ମାତ୍ର ଦୁଷ୍ଟ ଓ ଦୌରାତ୍ମ୍ୟପ୍ରିୟ ଲୋକକୁ ତାହାଙ୍କର ପ୍ରାଣ ଘୃଣା କରେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସବୁବେଳେ ଧାର୍ମିକମାନଙ୍କୁ ପରୀକ୍ଷା କରନ୍ତି। କିନ୍ତୁ ସେ ନିଷ୍ଠୁର ତଥା ଖରାପ ଲୋକମାନଙ୍କୁ ପ୍ରତ୍ୟାଖ୍ୟାନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି; ମାତ୍ର ଦୁଷ୍ଟ ଓ ଦୌରାତ୍ମ୍ୟପ୍ରିୟ ଲୋକକୁ ସେ ଘୃଣା କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି; ମାତ୍ର ଦୁଷ୍ଟ ଓ ଦୌରାତ୍ମ୍ୟପ୍ରିୟ ଲୋକକୁ ସେ ଘୃଣା କରନ୍ତି।