Psalms 11:6 — Compare Translations
5 translations compared side by side
Odia - 1840
"ସେ ଉତ୍ତପ୍ତ ଅଙ୍ଗାର ଓ ଜଳନ୍ତା ଗନ୍ଧକର ବର୍ଷା ଦୁଷ୍ଟମାନଙ୍କ ଉପରେ ବର୍ଷାନ୍ତି। ସହେି ଦୁଷ୍ଟ ଲୋକମାନେ ଶଷେରେ କିଛି ପାଇବେ ନାହିଁ, କିନ୍ତୁ ଉତ୍ତପ୍ତ ଓ ଜ୍ବଳନ୍ତ ଝାଞ୍ଜି ପବନ ଅନୁଭବ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; ଅଗ୍ନି ଓ ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଉତ୍ତପ୍ତ ଅଙ୍ଗାର ଓ ଜଳନ୍ତା ଗନ୍ଧକର ବର୍ଷା ଦୁଷ୍ଟମାନଙ୍କ ଉପରେ ବର୍ଷାନ୍ତି। ସେହି ଦୁଷ୍ଟ ଲୋକମାନେ ଶେଷରେ କିଛି ପାଇବେ ନାହିଁ, କିନ୍ତୁ ଉତ୍ତପ୍ତ ଓ ଜ୍ୱଳନ୍ତ ଝାଞ୍ଜି ପବନ ଅନୁଭବ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; ଅଗ୍ନି, ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ।
Odia IRV 2017 (ଓଡିଆ ବାଇବେଲ)
ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; ଅଗ୍ନି, ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ।