Psalms 11:7 — Compare Translations
5 translations compared side by side
Odia - 1840
"କିନ୍ତୁ ସଦାପ୍ରଭୁ ସବୁବେଳେ ଧର୍ମର ପଥ ଅନୁସରଣ କରନ୍ତି ଏବଂ ଯେଉଁମାନେ ଧର୍ମର ପଥରେ ଚାଲନ୍ତି ଓ ପ୍ରମେ କରନ୍ତି। ସହେିମାନେ ହିଁ ତାଙ୍କର ମୁଖ ଦର୍ଶନ କରିପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ଧର୍ମମୟ; ସେ ଧର୍ମକୁ ପ୍ରେମ କରନ୍ତି; ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସଦାପ୍ରଭୁ ସବୁବେଳେ ଧର୍ମର ପଥ ଅନୁସରଣ କରନ୍ତି ଏବଂ ଯେଉଁମାନେ ଧର୍ମର ପଥରେ ଗ୍ଭଲନ୍ତି ଓ ପ୍ରେମ କରନ୍ତି, ସେହିମାନେ ହିଁ ତାଙ୍କର ମୁଖ ଦର୍ଶନ କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ଧର୍ମମୟ; ସେ ଧାର୍ମିକତାକୁ ପ୍ରେମ କରନ୍ତି; ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ଧର୍ମମୟ; ସେ ଧାର୍ମିକତାକୁ ପ୍ରେମ କରନ୍ତି; ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ।