Psalms 110:1 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାରେ ପ୍ରଭୁଙ୍କୁ କହିଲେ, ମାେ ସହିତ ମାରେ ଦକ୍ଷିଣ ପାଖରେ ବସ। ଆମ୍ଭେ ତୁମ୍ଭ ଶତ୍ରୁଗଣଙ୍କୁ ତୁମ୍ଭର ପାଦପୀଠ କରିବା ପର୍ୟ୍ଯନ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କର ଗୀତ । ସଦାପ୍ରଭୁ ମୋʼ ପ୍ରଭୁଙ୍କୁ କହନ୍ତି, ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ଏକ ପ୍ରଶଂସାପୂର୍ଣ୍ଣ ଗୀତ। ସଦାପ୍ରଭୁ ମୋର ପ୍ରଭୁଙ୍କୁ କହିଲେ, “ମୋ’ ସହିତ ମୋର ଦକ୍ଷିଣ ପାଖରେ ବସ। ଆମ୍ଭେ ତୁମ୍ଭ ଶତ୍ରୁଗଣଙ୍କୁ ତୁମ୍ଭର ପାଦପୀଠ କରିବା ପର୍ଯ୍ୟନ୍ତ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମୋʼ ପ୍ରଭୁଙ୍କୁ କହନ୍ତି, “ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।”
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମୋ’ ପ୍ରଭୁଙ୍କୁ କହନ୍ତି, “ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।”