Psalms 110:2 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତୁମ୍ଭର ରାଜ୍ଯ ସିୟୋନରୁ ବଢ଼ାଇବେ, ୟପରେିକି ତୁମ୍ଭେ ଶତ୍ରୁଗଣର ରାଜ୍ଯକୁ ଶାସନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ତ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ଵ କର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭର ରାଜ୍ୟ ସିୟୋନରୁ ବଢ଼ାଇବେ, ଯେପରିକି ତୁମ୍ଭେ ଶତ୍ରୁଗଣର ରାଜ୍ୟକୁ ଶାସନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର।
Odia IRV 2017 (ଓଡିଆ ବାଇବେଲ)
“ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର।