Psalms 110:3 — Compare Translations
5 translations compared side by side
Odia - 1840
"ତୁମ୍ଭ ପରାକ୍ରମର ଦିନରେ, ଯେତବେେଳେ ତୁମ୍ଭର ସୈନ୍ଯବାହିନୀ ଏକତ୍ର ହବେେ, ତୁମ୍ଭ ଲୋକମାନେ ସ୍ବଇଚ୍ଛାରେ ମିଶିବେ। ପବିତ୍ର ପର୍ବତ ଉପରେ ଅତି ପ୍ରଭାତରେ ସମାନେେ ମିଳିତ ହବେେ। ସହେି ସମସ୍ତ ୟୁବକ ତୁମ୍ଭ ଚାରିପଟେ ପଡ଼ିଆରେ କାକର ଟୋପା ପରି ବେଢ଼ି ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ଵେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ପରାକ୍ରମର ଦିନରେ, ଯେତେବେଳେ ତୁମ୍ଭର ସୈନ୍ୟବାହିନୀ ଏକତ୍ର ହେବେ, ତୁମ୍ଭ ଲୋକମାନେ ସ୍ୱଇଚ୍ଛାରେ ମିଶିବେ। ପବିତ୍ର ପର୍ବତ ଉପରେ ଅତି ପ୍ରଭାତରେ ସେମାନେ ମିଳିତ ହେବେ। ସେହି ସମସ୍ତ ଯୁବକ ତୁମ୍ଭ ଗ୍ଭରିପଟେ ପଡ଼ିଆରେ କାକର ଟୋପା ପରି ବେଢ଼ି ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।”