Psalms 110:4 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ପ୍ରତିଜ୍ଞା କଲେ, ସେ ତାଙ୍କର ମନ ପରିବର୍ତ୍ତନ କରିବେ ନାହିଁ। ୟାଜକ ମଲ୍କୀଷଦକଙ୍କେ ପରି ତୁମ୍ଭେ ଅନନ୍ତକାଳୀନ ୟାଜକ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ, ମଲ୍‍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତ-କାଳୀନ ଯାଜକ ଅଟ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପ୍ରତିଜ୍ଞା କଲେ, ସେ ତାଙ୍କର ମନ ପରିବର୍ତ୍ତନ କରିବେ ନାହିଁ। “ଯାଜକ ମ‌ଲ୍‌କୀଷେଦକଙ୍କ ପରି ତୁମ୍ଭେ ଅନନ୍ତକାଳୀନ ଯାଜକ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ, “ମଲ୍‍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।”
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ, “ମଲ୍‍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।”