Psalms 110:5 — Compare Translations

5 translations compared side by side

Odia - 1840
"ମାରେ ପ୍ରଭୁ ତୁମ୍ଭର ଦକ୍ଷିଣ ପାଶର୍‌ବରେ ଅଛନ୍ତି। ଯେତବେେଳେ ସେ କୋପ କରିବେ, ଅନ୍ୟ ରାଜାମାନଙ୍କୁ ପରାସ୍ତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁ ଆପଣା କୋପର ଦିନରେ ରାଜଗଣକୁ ଚୂର୍ଣ୍ଣ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପ୍ରଭୁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି। ଯେତେବେଳେ ସେ କୋପ କରିବେ, ଅନ୍ୟ ରାଜାମାନଙ୍କୁ ପରାସ୍ତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁ ଆପଣା କୋପର ଦିନରେ ରାଜାଗଣକୁ ଚୂର୍ଣ୍ଣ କରିବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁ ଆପଣା କୋପର ଦିନରେ ରାଜାଗଣକୁ ଚୂର୍ଣ୍ଣ କରିବେ।