Psalms 110:6 — Compare Translations

5 translations compared side by side

Odia - 1840
"ପରମେଶ୍ବର ଦେଶଗୁଡ଼ିକର ବିଚାର କରିବେ। ଏହି ଭୂମିସବୁ ମୃତ ଦହରେେ ଆଚ୍ଛାଦିତ ହବେ। ସେ ପୃଥିବୀର ଶକ୍ତିଶାଳୀ ନେତାମାନଙ୍କୁ ଧ୍ବଂସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ, ସେ ଶବରେ ସ୍ଥାନସବୁ ପୂର୍ଣ୍ଣ କରିବେ; ସେ ଅନେକ ଦେଶରେ ମସ୍ତକ ଚୂର୍ଣ୍ଣ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଦେଶଗୁଡ଼ିକର ବିଗ୍ଭର କରିବେ। ଏହି ଭୂମିସବୁ ମୃତ ଦେହରେ ଆଚ୍ଛାଦିତ ହେବ। ସେ ପୃଥିବୀର ଶକ୍ତିଶାଳୀ ନେତାମାନଙ୍କୁ ଧ୍ୱଂସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ, ସେ ଶବରେ ସ୍ଥାନସବୁ ପୂର୍ଣ୍ଣ କରିବେ; ସେ ଅନେକ ଦେଶରେ ମସ୍ତକ ଚୂର୍ଣ୍ଣ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ, ସେ ଶବରେ ସ୍ଥାନସବୁ ପୂର୍ଣ୍ଣ କରିବେ; ସେ ଅନେକ ଦେଶରେ ମସ୍ତକ ଚୂର୍ଣ୍ଣ କରିବେ।