Psalms 110:7 — Compare Translations
5 translations compared side by side
Odia - 1840
"ରାଜାମାନେ ପଥ ମଧ୍ୟରେ ଥିବା ଝରଣାରୁ ଜଳପାନ କରିବେ ଏବଂ ଏହି ହତେୁ ସେ ଆପଣା ମସ୍ତକ ଉଠାଇବେ ଏବଂ ଶକ୍ତିଶାଳୀ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପଥ ମଧ୍ୟରେ ସ୍ରୋତଜଳ ପାନ କରିବେ; ଏହେତୁ ସେ ଆପଣା ମସ୍ତକ ଉଠାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜାମାନେ ପଥ ମଧ୍ୟରେ ଥିବା ଝରଣାରୁ ଜଳପାନ କରିବେ ଏବଂ ଏହି ହେତୁ ସେ ଆପଣା ମସ୍ତକ ଉଠାଇବେ ଏବଂ ଶକ୍ତିଶାଳୀ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପଥ ମଧ୍ୟରେ ସ୍ରୋତଜଳ ପାନ କରିବେ; ଏହେତୁ ସେ ଆପଣା ମସ୍ତକ ଉଠାଇବେ।
Odia IRV 2017 (ଓଡିଆ ବାଇବେଲ)
ସେ ପଥ ମଧ୍ୟରେ ସ୍ରୋତଜଳ ପାନ କରିବେ; ଏହେତୁ ସେ ଆପଣା ମସ୍ତକ ଉଠାଇବେ।