Psalms 111:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କର ପ୍ରଶଂସା କର। ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ଯବାଦ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ସରଳ ଲୋକଙ୍କ ସଭାରେ ଓ ମଣ୍ତଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ପ୍ରଶଂସା କର। ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।