Psalms 111:10 — Compare Translations
5 translations compared side by side
Odia - 1840
"ଜ୍ଞାନ ପରମେଶ୍ବରଙ୍କ ପ୍ରତି ଭୟ ଓ ସମ୍ମାନରୁ ଆରମ୍ଭ ହୁଏ। ଯେଉଁମାନେ ତାଙ୍କର ଆଦେଶ ପାଳନ କରନ୍ତି, ସମାନେେ ଜ୍ଞାନୀ ଅଟନ୍ତି। ତାହାଙ୍କ ପ୍ରଶଂସା ସଦାକାଳ ପାଇଁ ଗାନ କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ-ବିଷୟକ ଭୟ ଜ୍ଞାନର ଆରମ୍ଭ; ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ; ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନ ପରମେଶ୍ୱରଙ୍କ ପ୍ରତି ଭୟ ଓ ସମ୍ମାନରୁ ଆରମ୍ଭ ହୁଏ। ଯେଉଁମାନେ ତାଙ୍କର ଆଦେଶ ପାଳନ କରନ୍ତି, ସେମାନେ ଜ୍ଞାନୀ ଅଟନ୍ତି। ତାହାଙ୍କ ପ୍ରଶଂସା ସଦାକାଳ ପାଇଁ ଗାନ କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ବିଷୟକ ଭୟ ଜ୍ଞାନର ଆରମ୍ଭ; ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ; ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ-ବିଷୟକ ଭୟ ଜ୍ଞାନର ଆରମ୍ଭ; ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ; ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ।