Psalms 111:2 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଆଶ୍ଚର୍ୟ୍ଯ କର୍ମମାନ କରନ୍ତି। ଯେଉଁମାନେ ତାଙ୍କୁ ଚାହାଁନ୍ତି ସମାନେେ ସମସ୍ତେ ଆଗ୍ରହରେ ଅପେକ୍ଷା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ, ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆଶ୍ଚର୍ଯ୍ୟ କର୍ମମାନ କରନ୍ତି। ଯେଉଁମାନେ ତାଙ୍କୁ ଗ୍ଭହାନ୍ତି ସେମାନେ ସମସ୍ତେ ଆଗ୍ରହରେ ଅପେକ୍ଷା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ, ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ, ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି।