Psalms 111:3 — Compare Translations
5 translations compared side by side
Odia - 1840
"ପରମେଶ୍ବର ବାସ୍ତବରେ ଗୌରବପୂର୍ଣ୍ଣ ଓ ଆଶ୍ଚର୍ୟ୍ଯଜନକ କାର୍ୟ୍ଯମାନ କରନ୍ତି ଓ ତାଙ୍କର ଉତ୍ତମତା ଅନନ୍ତକାଳସ୍ଥାଯୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କର କ୍ରିୟା ସମ୍ଭ୍ରମ ଓ ଗୌରବ ସ୍ଵରୂପ; ଓ ତାହାଙ୍କର ଧର୍ମ ଅନନ୍ତକାଳସ୍ଥାୟୀ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ବାସ୍ତବରେ ଗୌରବପୂର୍ଣ୍ଣ ଓ ଆଶ୍ଚର୍ଯ୍ୟଜନକ କାର୍ଯ୍ୟମାନ କରନ୍ତି ଓ ତାଙ୍କର ଉତ୍ତମତା ଅନନ୍ତକାଳସ୍ଥାୟୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କର କ୍ରିୟା, ସମ୍ଭ୍ରମ ଓ ଗୌରବ ସ୍ୱରୂପ; ଓ ତାହାଙ୍କର ଧର୍ମ ଅନନ୍ତକାଳସ୍ଥାୟୀ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କର କ୍ରିୟା, ସମ୍ଭ୍ରମ ଓ ଗୌରବ ସ୍ୱରୂପ; ଓ ତାହାଙ୍କର ଧର୍ମ ଅନନ୍ତକାଳସ୍ଥାୟୀ।