Psalms 111:4 — Compare Translations
5 translations compared side by side
Odia - 1840
"ସେ ଆପଣାର ଆଶ୍ଚର୍ୟ୍ଯ କର୍ମମାନ ସବୁ ସ୍ମରଣ କରାଇଛନ୍ତି। ସଦାପ୍ରଭୁ ହେଉଛନ୍ତି ଦୟାଳୁ ଓ କରୁଣାମଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇ ଅଛନ୍ତି; ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଆପଣାର ଆଶ୍ଚର୍ଯ୍ୟ କର୍ମମାନ ସବୁ ସ୍ମରଣ କରାଇଛନ୍ତି। ସଦାପ୍ରଭୁ ହେଉଛନ୍ତି ଦୟାଳୁ ଓ କରୁଣାମୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇଅଛନ୍ତି; ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇ ଅଛନ୍ତି; ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ।