Psalms 111:5 — Compare Translations
5 translations compared side by side
Odia - 1840
"ଯେଉଁମାନେ ତାଙ୍କୁ ଭୟ କରନ୍ତି ଏବଂ ସମ୍ମାନ ଦିଅନ୍ତି ସେ ସମାନଙ୍କେୁ ଖାଦ୍ୟ ଦିଅନ୍ତି। ସେ ସଦାକାଳ ଆପଣା ଚୁକ୍ତି ସ୍ମରଣ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ଭୟକାରୀମାନଙ୍କୁ ଆହାର ଦେଇଅଛନ୍ତି; ସେ ସଦାକାଳ ଆପଣା ନିୟମ ସ୍ମରଣ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ତାଙ୍କୁ ଭୟ କରନ୍ତି ଏବଂ ସମ୍ମାନ ଦିଅନ୍ତି ସେ ସେମାନଙ୍କୁ ଖାଦ୍ୟ ଦିଅନ୍ତି। ସେ ସଦାକାଳ ଆପଣା ଚୁକ୍ତି ସ୍ମରଣ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ଭୟକାରୀମାନଙ୍କୁ ଆହାର ଦେଇଅଛନ୍ତି; ସେ ସଦାକାଳ ଆପଣା ନିୟମ ସ୍ମରଣ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ଭୟକାରୀମାନଙ୍କୁ ଆହାର ଦେଇଅଛନ୍ତି; ସେ ସଦାକାଳ ଆପଣା ନିୟମ ସ୍ମରଣ କରିବେ।