Psalms 111:6 — Compare Translations
5 translations compared side by side
Odia - 1840
"ସେ ନିଜ ଲୋକମାନଙ୍କୁ ଅନ୍ୟଦେଶୀଯମାନଙ୍କ ଅଧିକାର ଦଇେ ତାଙ୍କର ଶକ୍ତିର ଆପଣା କର୍ମର ପ୍ରଭାବ ସମାନଙ୍କେୁ ଦଖାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ଅଧିକାର ଦେଇ ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ଅଧିକାର ଦେଇ ତାଙ୍କର ଶକ୍ତିର ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ଅଧିକାର ଦେଇ ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ଅଧିକାର ଦେଇ ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇ ଅଛନ୍ତି।