Psalms 111:7 — Compare Translations

5 translations compared side by side

Odia - 1840
"ତାହାଙ୍କ ଦ୍ବାରା ହାଇେଥିବା ଆଜ୍ଞାସବୁ ସତ୍ଯ ଓ ତାଙ୍କର ନିଯମସବୁ ବିଶ୍ବାସ ୟୋଗ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ହସ୍ତର କର୍ମସକଳ ସତ୍ୟ ଓ ନ୍ୟାଯ୍ୟ, ତାହାଙ୍କ ବିଧିସକଳ ଅଟଳ ।
Odia Bible ERV 2004 (ପବିତ୍ର ବାଇବଲ)
ତାହାଙ୍କ ଦ୍ୱାରା ହୋଇଥିବା ଆଜ୍ଞାସବୁ ସତ୍ୟ ଓ ତାଙ୍କର ନିୟମସବୁ ବିଶ୍ୱାସ ଯୋଗ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ହସ୍ତର କର୍ମସକଳ ସତ୍ୟ ଓ ନ୍ୟାଯ୍ୟ, ତାହାଙ୍କ ବିଧିସକଳ ଅଟଳ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ହସ୍ତର କର୍ମସକଳ ସତ୍ୟ ଓ ନ୍ୟାଯ୍ୟ, ତାହାଙ୍କ ବିଧିସକଳ ଅଟଳ।