Psalms 111:8 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କର ନିର୍ଦ୍ଦେଶ ଅନନ୍ତ କାଳସ୍ଥାଯୀ। ତାଙ୍କର ଆଜ୍ଞା ବିଶ୍ବସ୍ତତା ଓ ସରଳତାରେ ସାଧିତ କରାୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାସବୁ ଅନନ୍ତକାଳ ନିମନ୍ତେ ସ୍ଥିରୀକୃତ; ତାହାସବୁ ସତ୍ୟତା ଓ ସରଳତାରେ ସାଧିତ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର ନିର୍ଦ୍ଦେଶ ଅନନ୍ତ କାଳସ୍ଥାୟୀ। ତାଙ୍କର ଆଜ୍ଞା ବିଶ୍ୱସ୍ତତା ଓ ସରଳତାରେ ସାଧିତ କରାଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାସବୁ ଅନନ୍ତକାଳ ନିମନ୍ତେ ସ୍ଥିରୀକୃତ; ତାହାସବୁ ସତ୍ୟତା ଓ ସରଳତାରେ ସାଧିତ।
Odia IRV 2017 (ଓଡିଆ ବାଇବେଲ)
ତାହାସବୁ ଅନନ୍ତକାଳ ନିମନ୍ତେ ସ୍ଥିରୀକୃତ; ତାହାସବୁ ସତ୍ୟତା ଓ ସରଳତାରେ ସାଧିତ।