Psalms 111:9 — Compare Translations
5 translations compared side by side
Odia - 1840
"ପରମେଶ୍ବର ତାଙ୍କର ଲୋକମାନଙ୍କୁ ରକ୍ଷା କଲେ। ସେ ଗୋଟିଏ ଚୁକ୍ତି କଲେ ଏବଂ ଏହା ଅନନ୍ତକାଳସ୍ଥାଯୀ ହାଇେ ରହିଲା। ତାଙ୍କର ନାମ ପବିତ୍ର ଏବଂ ଭୟଙ୍କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ଲୋକମାନଙ୍କ ନିକଟକୁ ମୁକ୍ତି ପଠାଇ ଅଛନ୍ତିନ୍ତ ସେ ଅନନ୍ତକାଳ ନିମନ୍ତେ ଆପଣା ନିୟମ ଆଜ୍ଞା କରିଅଛନ୍ତି; ତାହାଙ୍କ ନାମ ପବିତ୍ର ଓ ଆଦରଣୀୟ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାଙ୍କର ଲୋକମାନଙ୍କୁ ରକ୍ଷା କଲେ। ସେ ଗୋଟିଏ ଚୁକ୍ତି କଲେ ଏବଂ ଏହା ଅନନ୍ତକାଳସ୍ଥାୟୀ ହୋଇ ରହିଲା। ତାଙ୍କର ନାମ ପବିତ୍ର ଏବଂ ଭୟଙ୍କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ଲୋକମାନଙ୍କ ନିକଟକୁ ମୁକ୍ତି ପଠାଇଅଛନ୍ତି; ସେ ଅନନ୍ତକାଳ ନିମନ୍ତେ ଆପଣା ନିୟମ ଆଜ୍ଞା କରିଅଛନ୍ତି; ତାହାଙ୍କ ନାମ ପବିତ୍ର ଓ ଆଦରଣୀୟ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ଲୋକମାନଙ୍କ ନିକଟକୁ ମୁକ୍ତି ପଠାଇ ଅଛନ୍ତି; ସେ ଅନନ୍ତକାଳ ନିମନ୍ତେ ଆପଣା ନିୟମ ଆଜ୍ଞା କରିଅଛନ୍ତି; ତାହାଙ୍କ ନାମ ପବିତ୍ର ଓ ଆଦରଣୀୟ।