Psalms 112:10 — Compare Translations
5 translations compared side by side
Odia - 1840
"ଦୁଷ୍ଟ ଲୋକ ଏହା ଦେଖି କୋର୍ଧ କରିବେ। ସମାନେେ ରାଗରେ ଦାନ୍ତ କଡ଼ମଡ଼ କରିବେ। କିନ୍ତୁ ଏହାପରେ ସମାନେେ ଅଦୃଶ୍ଯ ହବେେ। ଦୁଷ୍ଟ ଲୋକମାନଙ୍କର ଇଚ୍ଛା କଦାପି ପୂର୍ଣ୍ଣ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟ ଲୋକ ତାହା ଦେଖିବ ଓ ବିରକ୍ତ ହେବ; ସେ ଆପଣା ଦ; ଘର୍ଷଣ କରିବ ଓ ତରଳିଯିବ; ଦୁଷ୍ଟମାନଙ୍କର ବାଞ୍ଛା ବିନଷ୍ଟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକ ଏହା ଦେଖି କ୍ରୋଧ କରିବେ। ସେମାନେ ରାଗରେ ଦାନ୍ତ କଡ଼ମଡ଼ କରିବେ। କିନ୍ତୁ ଏହା ପରେ ସେମାନେ ଅଦୃଶ୍ୟ ହେବେ। ଦୁଷ୍ଟ ଲୋକମାନଙ୍କର ଇଚ୍ଛା କଦାପି ପୂର୍ଣ୍ଣ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟ ଲୋକ ତାହା ଦେଖିବ ଓ ବିରକ୍ତ ହେବ; ସେ ଆପଣା ଦନ୍ତ ଘର୍ଷଣ କରିବ ଓ ତରଳି ଯିବ; ଦୁଷ୍ଟମାନଙ୍କର ବାଞ୍ଛା ବିନଷ୍ଟ ହେବ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟ ଲୋକ ତାହା ଦେଖିବ ଓ ବିରକ୍ତ ହେବ; ସେ ଆପଣା ଦନ୍ତ ଘର୍ଷଣ କରିବ ଓ ତରଳିଯିବ; ଦୁଷ୍ଟମାନଙ୍କର ବାଞ୍ଛା ବିନଷ୍ଟ ହେବ।