Psalms 112:2 — Compare Translations
5 translations compared side by side
Odia - 1840
"ତା'ର ବଂଶଧର ଭୂପୃଷ୍ଠରେ ବିକ୍ରମଶାଳୀ ହବେେ। ସରଳ ଲୋକର ବଂଶଧର ଆଶୀର୍ବାଦ ପ୍ରାପ୍ତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ; ସରଳ ଲୋକର ବଂଶ ଆଶୀର୍ବାଦପ୍ରାପ୍ତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ବଂଶଧର ଭୂପୃଷ୍ଠରେ ବିକ୍ରମଶାଳୀ ହେବେ। ସରଳ ଲୋକର ବଂଶଧର ଆଶୀର୍ବାଦ ପ୍ରାପ୍ତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ ସରଳ ଲୋକର ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।
Odia IRV 2017 (ଓଡିଆ ବାଇବେଲ)
ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ ସରଳ ଲୋକର ବଂଶ ଆଶୀର୍ବାଦପ୍ରାପ୍ତ ହେବେ।