Psalms 112:3 — Compare Translations

5 translations compared side by side

Odia - 1840
"ସହେି ଲୋକର ପରିବାର ଧନଶାଳୀ ହବେେ ଏବଂ ତା'ର ଧର୍ମ ଚିରକାଳସ୍ଥାଯୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଗୃହରେ ଧନ ସମ୍ପତ୍ତି ଥାଏ ଓ ତାହାର ଧର୍ମ ସଦାକାଳସ୍ଥାୟୀ
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକର ପରିବାର ଧନଶାଳୀ ହେବେ ଏବଂ ତା’ର ଧର୍ମ ଚିରକାଳସ୍ଥାୟୀ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଗୃହରେ ଧନସମ୍ପତ୍ତି ଥାଏ ଓ ତାହାର ଧର୍ମ ସଦାକାଳସ୍ଥାୟୀ
Odia IRV 2017 (ଓଡିଆ ବାଇବେଲ)
ତାହାର ଗୃହରେ ଧନ ସମ୍ପତ୍ତି ଥାଏ ଓ ତାହାର ଧର୍ମ ସଦାକାଳସ୍ଥାୟୀ