Psalms 112:4 — Compare Translations

5 translations compared side by side

Odia - 1840
"ଧାର୍ମିକ ଲୋକଙ୍କ ପ୍ରତି ପରମେଶ୍ବର ଅନ୍ଧକାରରେ ଆ ଲୋକ ସଦୃଶ୍ଯ। ସେ କୃପାମଯ, ସ୍ନହେଶୀଳ ଓ ଧାର୍ମିକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସରଳ ଲୋକଙ୍କ ପ୍ରତି ଅନ୍ଧକାରରେ ଦୀପ୍ତି ଉଦିତ ହୁଏ; ସେ କୃପାମୟ ଓ ସ୍ନେହଶୀଳ ଓ ଧାର୍ମିକ ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକ ଲୋକଙ୍କ ପ୍ରତି ପରମେଶ୍ୱର ଅନ୍ଧକାରରେ ଆଲୋକ ସଦୃଶ୍ୟ। ସେ କୃପାମୟ, ସ୍ନେହଶୀଳ ଓ ଧାର୍ମିକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସରଳ ଲୋକଙ୍କ ପ୍ରତି ଅନ୍ଧକାରରେ ଦୀପ୍ତି ଉଦିତ ହୁଏ; ସେ କୃପାମୟ ଓ ସ୍ନେହଶୀଳ ଓ ଧାର୍ମିକ।
Odia IRV 2017 (ଓଡିଆ ବାଇବେଲ)
ସରଳ ଲୋକଙ୍କ ପ୍ରତି ଅନ୍ଧକାରରେ ଦୀପ୍ତି ଉଦିତ ହୁଏ; ସେ କୃପାମୟ ଓ ସ୍ନେହଶୀଳ ଓ ଧାର୍ମିକ।