Psalms 112:5 — Compare Translations
5 translations compared side by side
Odia - 1840
"ଦରକାର ବେଳେ ଋଣ ଦବୋ ଏବଂ ଉଧାର ହବୋ, ଏହା ଗୋଟିଏ ଲୋକର ଭଲ ଗୁଣ। କୌଣସି ବ୍ଯକ୍ତି ନିଜର ବ୍ଯାପାରରେ ଧାର୍ମିକତା ଅବଲମ୍ବନ କରିବା ମଙ୍ଗଳ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଦରକାର ବେଳେ ଋଣ ଦେବା ଏବଂ ଉଧାର ହେବା, ଏହା ଗୋଟିଏ ଲୋକର ଭଲ ଗୁଣ। କୌଣସି ବ୍ୟକ୍ତି ନିଜର ବ୍ୟାପାରରେ ଧାର୍ମିକତା ଅବଲମ୍ବନ କରିବା ମଙ୍ଗଳ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ।