Psalms 112:6 — Compare Translations
5 translations compared side by side
Odia - 1840
"ସହେି ଲୋକ କଦାପି ବିଚଳିତ ହବେ ନାହିଁ। ର୍ଧାମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ କଦାପି ବିଚଳିତ ନୋହିବ; ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକ କଦାପି ବିଚଳିତ ହେବ ନାହିଁ। ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ କଦାପି ବିଚଳିତ ନୋହିବ; ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ କଦାପି ବିଚଳିତ ନୋହିବ; ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।