Psalms 112:7 — Compare Translations
5 translations compared side by side
Odia - 1840
"ସେ କୁସମ୍ବାଦ ଶୁଣି ଭୟ କରିବ ନାହିଁ। ସହେି ଲୋକ ସୁସ୍ଥିର ହବେ କାରଣ ସେ ସଦାପ୍ରଭୁଙ୍କୁ ବିଶ୍ବାସ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କୁସମ୍ଵାଦ ଶୁଣି ଭୀତ ହେବ ନାହିଁ । ତାହାର ଚିତ୍ତ ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସ୍ଥିର ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ସେ କୁସମ୍ବାଦ ଶୁଣି ଭୟ କରିବ ନାହିଁ। ସେହି ଲୋକ ସୁସ୍ଥିର ହେବ କାରଣ ସେ ସଦାପ୍ରଭୁଙ୍କୁ ବିଶ୍ୱାସ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କୁସମ୍ବାଦ ଶୁଣି ଭୀତ ହେବ ନାହିଁ। ତାହାର ଚିତ୍ତ ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସ୍ଥିର ଥାଏ।
Odia IRV 2017 (ଓଡିଆ ବାଇବେଲ)
ସେ କୁସମ୍ବାଦ ଶୁଣି ଭୀତ ହେବ ନାହିଁ। ତାହାର ଚିତ୍ତ ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସ୍ଥିର ଥାଏ।