Psalms 112:8 — Compare Translations

5 translations compared side by side

Odia - 1840
"ସହେି ଲୋକ ସୁସ୍ଥିର ଥାଏ। ସେ କବେେ ଭୟ କରେ ନାହିଁ। ସେ ତା'ର ଶତ୍ରୁମାନଙ୍କୁ ପରାସ୍ତ ହବୋର ଦେଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ବିପକ୍ଷଗଣ ଉପରେ ନିଜ ବାଞ୍ଛାର ସିଦ୍ଧି ଦେଖିବା ପର୍ଯ୍ୟନ୍ତ, ତାହାର ଚିତ୍ତ ସୁସ୍ଥିର ଥାଏ, ସେ ଭୀତ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକ ସୁସ୍ଥିର ଥାଏ। ସେ କେବେ ଭୟ କରେ ନାହିଁ। ସେ ତା’ର ଶତ୍ରୁମାନଙ୍କୁ ପରାସ୍ତ ହେବାର ଦେଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ବିପକ୍ଷଗଣ ଉପରେ ନିଜ ବାଞ୍ଛାର ସିଦ୍ଧି ଦେଖିବା ପର୍ଯ୍ୟନ୍ତ, ତାହାର ଚିତ୍ତ ସୁସ୍ଥିର ଥାଏ, ସେ ଭୀତ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ବିପକ୍ଷଗଣ ଉପରେ ନିଜ ବାଞ୍ଛାର ସିଦ୍ଧି ଦେଖିବା ପର୍ଯ୍ୟନ୍ତ, ତାହାର ଚିତ୍ତ ସୁସ୍ଥିର ଥାଏ, ସେ ଭୀତ ହେବ ନାହିଁ।