Psalms 112:9 — Compare Translations
5 translations compared side by side
Odia - 1840
"ଯେଉଁ ଲୋକ ମୁକ୍ତ ଭାବରେ ଦିନହୀନମାନଙ୍କୁ ଦାନ କରେ, ତା'ର ଧର୍ମ ଏକ। ଚିରକାଳସ୍ଥାଯୀ। ସେ ବିଜଯ ଏବଂ ସମ୍ମାନ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ମୁକ୍ତ ଭାବରେ ଦିନହୀନମାନଙ୍କୁ ଦାନ କରେ, ତା’ର ଧର୍ମ ଏକ। ଚିରକାଳସ୍ଥାୟୀ। ସେ ବିଜୟ ଏବଂ ସମ୍ମାନ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ।
Odia IRV 2017 (ଓଡିଆ ବାଇବେଲ)
ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ।