Psalms 113:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କର ପ୍ରଶଂସା କର! ହେ ସଦାପ୍ରଭୁଙ୍କ ଦାସଗଣ, ତାଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କ ନାମର ପ୍ରଶଂସା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ସଦାପ୍ରଭୁଙ୍କ ଦାସଗଣ, ତୁମ୍ଭେମାନେ ପ୍ରଶଂସା କର, ସଦାପ୍ରଭୁଙ୍କ ନାମର ପ୍ରଶଂସା କର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ପ୍ରଶଂସା କର! ହେ ସଦାପ୍ରଭୁଙ୍କ ଦାସଗଣ, ତାଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କ ନାମର ପ୍ରଶଂସା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ସଦାପ୍ରଭୁଙ୍କ ଦାସଗଣ, ତୁମ୍ଭେମାନେ ପ୍ରଶଂସା କର, ସଦାପ୍ରଭୁଙ୍କ ନାମର ପ୍ରଶଂସା କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ସଦାପ୍ରଭୁଙ୍କ ଦାସଗଣ, ତୁମ୍ଭେମାନେ ପ୍ରଶଂସା କର, ସଦାପ୍ରଭୁଙ୍କ ନାମର ପ୍ରଶଂସା କର।