Psalms 113:4 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ସମୁଦାଯ ବହୁ ଜାତିଗଣ ଉପରେ ଓ ତାଙ୍କର ଗୌରବ ଆକାଶମଣ୍ଡଳଠାରୁ ଉଚ୍ଚ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ ଓ ତାହାଙ୍କ ଗୌରବ ଆକାଶମଣ୍ତଳ ଉପରେ ଉଚ୍ଚୀକୃତ । ଯାହାଙ୍କର ଆସନ ଊର୍ଦ୍ଧ୍ଵରେ,
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସମୁଦାୟ ବହୁ ଜାତିଗଣ ଉପରେ ଓ ତାଙ୍କର ଗୌରବ ଆକାଶମଣ୍ଡଳଠାରୁ ଉଚ୍ଚ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ ଓ ତାହାଙ୍କ ଗୌରବ ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ। ଯାହାଙ୍କର ଆସନ ଊର୍ଦ୍ଧ୍ୱରେ,
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ ଓ ତାହାଙ୍କ ଗୌରବ ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ। ଯାହାଙ୍କର ଆସନ ଊର୍ଦ୍ଧ୍ୱରେ,