Psalms 113:5 — Compare Translations
5 translations compared side by side
Odia - 1840
"କୌଣସ ଲୋକ ଆମ୍ଭର ସଦାପ୍ରଭୁ ପରମେଶ୍ବରଙ୍କ ତୁଲ୍ଯ ନୁହେଁ। ପରମେଶ୍ବର ଆକାଶର ଉର୍ଦ୍ଧ୍ବରେ ବିଦ୍ଯମାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଆକାଶ ଓ ପୃଥିବୀକି ଦେଖିବା ପାଇଁ ଆପଣାକୁ ନତ କରନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
କୌଣସ ଲୋକ ଆମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କ ତୁଲ୍ୟ ନୁହେଁ। ପରମେଶ୍ୱର ଆକାଶର ଊର୍ଦ୍ଧ୍ୱରେ ବିଦ୍ୟମାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଆକାଶ ଓ ପୃଥିବୀକୁ ଦେଖିବା ପାଇଁ ଆପଣାକୁ ନତ କରନ୍ତି,
Odia IRV 2017 (ଓଡିଆ ବାଇବେଲ)
ଯେ ଆକାଶ ଓ ପୃଥିବୀକୁ ଦେଖିବା ପାଇଁ ଆପଣାକୁ ନତ କରନ୍ତି,