Psalms 113:8 — Compare Translations

5 translations compared side by side

Odia - 1840
"ଏବଂ ପରମେଶ୍ବର ସହେି ଲୋକମାନଙ୍କୁ ଗୁରୁତ୍ବ ଦିଅନ୍ତି। ପରମେଶ୍ବର ସହେି ଲୋକମାନଙ୍କୁ ତାଙ୍କ ଅଧିପତି କରାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦରିଦ୍ରକୁ ଧୂଳିରୁ ଉଠାନ୍ତି ଓ ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ପରମେଶ୍ୱର ସେହି ଲୋକମାନଙ୍କୁ ଗୁରୁତ୍ୱ ଦିଅନ୍ତି। ପରମେଶ୍ୱର ସେହି ଲୋକମାନଙ୍କୁ ତାଙ୍କ ଅଧିପତି କରାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦରିଦ୍ରକୁ ଧୂଳିରୁ ଉଠାନ୍ତି ଓ ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଦରିଦ୍ରକୁ ଧୂଳିରୁ ଉଠାନ୍ତି ଓ ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି।