Psalms 113:9 — Compare Translations
5 translations compared side by side
Odia - 1840
"ଜଣେ ସ୍ତ୍ରୀ ବନ୍ଧ୍ଯା ହାଇପୋରେ । କିନ୍ତୁ ପରମେଶ୍ବର ତା' କୋଳରେ ସନ୍ତାନ ଦଇେ ତାକୁ ଖୁସି କରାନ୍ତି। ସଦାପ୍ରଭୁଙ୍କର ପ୍ରଶଂସା କର!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ବନ୍ଧ୍ୟା ସ୍ତ୍ରୀକି ଗୃହିଣୀ ଓ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ସ୍ତ୍ରୀ ବନ୍ଧ୍ୟା ହୋଇପାରେ । କିନ୍ତୁ ପରମେଶ୍ୱର ତା’ କୋଳରେ ସନ୍ତାନ ଦେଇ ତାକୁ ଖୁସୀ କରାନ୍ତି। ସଦାପ୍ରଭୁଙ୍କର ପ୍ରଶଂସା କର!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ ଓ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Odia IRV 2017 (ଓଡିଆ ବାଇବେଲ)
ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ ଓ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।